୨୪ ଘଣ୍ଟାରେ ରାଜ୍ୟରେ ୧୭୫ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୭୧ ସୁସ୍ଥ
ଭୁବନେଶ୍ୱର: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮, ୯୪୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୧ ହଜାର ୯୨୭ ଜଣ କରୋନାରେ […]
ଭୁବନେଶ୍ୱର: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮, ୯୪୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୧ ହଜାର ୯୨୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୭୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୧ ହଜାର ୫୩୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୩୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୯୦୧ ରହିଛି ।
Covid-19 Report For 13th December
New Positive Cases: 175
Of which 0-18 years: 30
In quarantine: 101
Local contacts: 74(Details of local contacts will be shared by concerned District)
1. Balasore: 1
2. Bhadrak: 1
3. Cuttack: 12
4. Deogarh: 1
5. Dhenkanal: 1
6. Gajapati: 3— I & PR Department, Odisha (@IPR_Odisha) December 14, 2021
New recoveries: 171
Cumulative tested: 24521645
Positive: 1051927
Recovered: 1041536
Active cases: 1901— I & PR Department, Odisha (@IPR_Odisha) December 14, 2021




