୨୪ ଘଣ୍ଟାରେ ରାଜ୍ୟରେ ୧, ୨୧୬ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୨୧ ସୁସ୍ଥ
ଭୁବନେଶ୍ୱର: ଜାନୁଆରୀ ୦୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୮୭୮ ସ୍ୱାବ ଟେଷ୍ଟ ମଧ୍ୟରୁ ୧, ୨୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୭୧୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୦୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୭ ହଜାର ୮୭୬ ଜଣ […]
ଭୁବନେଶ୍ୱର: ଜାନୁଆରୀ ୦୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୮୭୮ ସ୍ୱାବ ଟେଷ୍ଟ ମଧ୍ୟରୁ ୧, ୨୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୭୧୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୫୦୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୭ ହଜାର ୮୭୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୫ ହଜାର ୩୭୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୬୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩, ୯୮୧ ରହିଛି ।
Covid-19 Report For 4th Jan
New Positive Cases: 1216
Of which 0-18 years: 187
In quarantine: 710
Local contacts: 506(Details of local contacts will be shared by concerned District)
1. Angul: 6
2. Balasore: 2
3. Bargarh: 21
4. Bhadrak: 6
5. Balangir: 14
6. Boudh: 1— I & PR Department, Odisha (@IPR_Odisha) January 5, 2022
23. Nuapada: 2
24. Puri: 30
25. Rayagada: 8
26. Sambalpur: 99
27. Sonepur: 3
28. Sundargarh: 166
29. State Pool: 110New recoveries: 121
Cumulative tested: 25821697
Positive: 1057876
Recovered: 1045376
Active cases: 3981— I & PR Department, Odisha (@IPR_Odisha) January 5, 2022




