୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଏବଂ ୫୪୬ ସୁସ୍ଥ
ଭୁବନେଶ୍ୱର: ଅକ୍ଟୋବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ […]
ଭୁବନେଶ୍ୱର: ଅକ୍ଟୋବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୪୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୨୬୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୨୦୩ ରହିଛି ।
Covid-19 Report For 12th October
New Positive Cases: 615
Of which 0-18 years: 68
In quarantine: 357
Local contacts: 258(Details of local contacts will be shared by concerned Dist Administration)
1. Angul: 4
2. Balasore: 12
3. Bargarh: 3
4. Bhadrak: 7
5. Boudh: 1— I & PR Department, Odisha (@IPR_Odisha) October 13, 2021
22. Sundargarh: 8
23. State Pool: 76New recoveries: 546
Cumulative tested: 20827920
Positive: 1033288
Recovered: 1019764
Active cases: 5203— I & PR Department, Odisha (@IPR_Odisha) October 13, 2021




