୨୪ ଘଣ୍ଟାରେ ରାଜ୍ୟରେ ୩୭୪ କରୋନା ସଂକ୍ରମିତ ଓ ୫୫୩ ସୁସ୍ଥ
ଭୁବନେଶ୍ୱର: ଅକ୍ଟୋବର ୩୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୭୦୫ ସ୍ୱାବ ଟେଷ୍ଟ ମଧ୍ୟରୁ ୩୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୧୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୦ ହଜାର ୯୬୯ ଜଣ କରୋନାରେ […]
ଭୁବନେଶ୍ୱର: ଅକ୍ଟୋବର ୩୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮, ୭୦୫ ସ୍ୱାବ ଟେଷ୍ଟ ମଧ୍ୟରୁ ୩୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୧୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୦ ହଜାର ୯୬୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୫୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୨୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୮୦ ରହିଛି ।
Covid-19 Report For 29th October
New Positive Cases: 374
Of which 0-18 years: 65
In quarantine: 218
Local contacts: 156(Details of local contacts will be shared by concerned District)
1. Angul: 6
2. Balasore: 14
3. Bargarh: 4
4. Bhadrak: 6
5. Balangir: 1
6. Cuttack: 17— I & PR Department, Odisha (@IPR_Odisha) October 30, 2021
24. Sundargarh: 9
25. State Pool: 43New recoveries: 553
Cumulative tested: 21924668
Positive: 1040969
Recovered: 1028207
Active cases: 4380— I & PR Department, Odisha (@IPR_Odisha) October 30, 2021




