୨୪ ଘଣ୍ଟାରେ ରାଜ୍ୟରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ଏବଂ ୨୩୩ ସୁସ୍ଥ
ଭୁବନେଶ୍ୱର: ଡିସେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୧ ହଜାର ୭୫୨ […]
ଭୁବନେଶ୍ୱର: ଡିସେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୧ ହଜାର ୭୫୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୩୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧, ୮୯୮ରହିଛି ।
Covid-19 Report For 12th December
New Positive Cases: 178
Of which 0-18 years: 37
In quarantine: 105
Local contacts: 73(Details of local contacts will be shared by concerned District)
1. Angul: 2
2. Balasore: 3
3. Bargarh: 1
4. Bhadrak: 1
5. Cuttack: 13
6. Deogarh: 2— I & PR Department, Odisha (@IPR_Odisha) December 13, 2021
New recoveries: 233
Cumulative tested: 24472701
Positive: 1051752
Recovered: 1041365
Active cases: 1898— I & PR Department, Odisha (@IPR_Odisha) December 13, 2021




