୨୪ ଘଣ୍ଟାରେ ରାଜ୍ୟରେ ୧୭୩ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୦୮ ସୁସ୍ଥ
ଭୁବନେଶ୍ୱର: ଡିସେମ୍ବର ୧୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪, ୯୮୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୨ ହଜାର ୩୧୮ ଜଣ କରୋନାରେ […]
ଭୁବନେଶ୍ୱର: ଡିସେମ୍ବର ୧୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪, ୯୮୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୨ ହଜାର ୩୧୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୦୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୧ ହଜାର ୮୩୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୯୮୯ ରହିଛି.
Covid-19 Report For 15th December
New Positive Cases: 173
Of which 0-18 years: 26
In quarantine: 98
Local contacts: 75(Details of local contacts will be shared by concerned District)
1. Angul: 1
2. Balasore: 3
3. Bhadrak: 2
4. Boudh: 1
5. Cuttack: 12
6. Deogarh: 6— I & PR Department, Odisha (@IPR_Odisha) December 16, 2021
New recoveries: 108
Cumulative tested: 24648398
Positive: 1052318
Recovered: 1041836
Active cases: 1989— I & PR Department, Odisha (@IPR_Odisha) December 16, 2021




