ରାଜ୍ୟରେ କମୁଛି କରୋନା ସଂକ୍ରମଣ, ଆଜି ୪୬୨ ସଂକ୍ରମିତ ଏବଂ ୬୦୦ ସୁସ୍ଥ
ଭୁବନେଶ୍ୱର: ସେପ୍ଟେମ୍ବର ୨୧ : ଆଜି ରାଜ୍ୟରେ ୫୭, ୧୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୧ ହଜାର ୨୧୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
ଭୁବନେଶ୍ୱର: ସେପ୍ଟେମ୍ବର ୨୧ : ଆଜି ରାଜ୍ୟରେ ୫୭, ୧୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୧ ହଜାର ୨୧୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୦୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୭ ହଜାର ୬୬୬ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୩୫୧ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୪୬ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 20th September
New Positive Cases: 462
Of which 0-18 years: 70
In quarantine: 268
Local contacts: 194(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 11
3. Bargarh: 4
4. Bhadrak: 16— I & PR Department, Odisha (@IPR_Odisha) September 21, 2021
22. Puri: 13
23. Rayagada: 4
24. Sambalpur: 12
25. Sonepur: 1
26. Sundargarh: 16
27. State Pool: 43New recoveries: 600
Cumulative tested: 19376326
Positive: 1021216
Recovered: 1007666
Active cases: 5351— I & PR Department, Odisha (@IPR_Odisha) September 21, 2021




