୨୪ ଘଣ୍ଟାରେ ରାଜ୍ୟରେ ୨୨୮ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୫୧ ସୁସ୍ଥ
ଭୁବନେଶ୍ୱର: ଡିସେମ୍ବର ୩୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୨୭୭ ସ୍ୱାବ ଟେଷ୍ଟ ମଧ୍ୟରୁ ୨୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୮୩୪ ଜଣ କରୋନାରେ […]
ଭୁବନେଶ୍ୱର: ଡିସେମ୍ବର ୩୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୨୭୭ ସ୍ୱାବ ଟେଷ୍ଟ ମଧ୍ୟରୁ ୨୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୮୩୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୫୯୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୬୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୭୨୭ ରହିଛି ।
Covid-19 Report For 30th December
New Positive Cases: 228
Of which 0-18 years: 32
In quarantine: 131
Local contacts: 97(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 2
4. Balangir: 1
5. Boudh: 2
6. Cuttack: 12— I & PR Department, Odisha (@IPR_Odisha) December 31, 2021
24. Sundargarh: 15
25. State Pool: 26New recoveries: 151
Cumulative tested: 25522415
Positive: 1054834
Recovered: 1044594
Active cases: 1727— I & PR Department, Odisha (@IPR_Odisha) December 31, 2021




