କାଲି ପ୍ରାୟ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
ପୁରୀ:ଆସନ୍ତାକାଲି ପ୍ରାୟ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଯୋଗୁଁ ସର୍ବସାଧାରଣ ଦର୍ଶନ ବନ୍ଦରହିବ । ଆସନ୍ତାକାଲି କୃଷ୍ଣ ଅଷ୍ଟମୀ ତିଥିରେ ପଇତାଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ। ତେବେ ୨୧ରୁ ୨୪ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ।

Tags: