ଟ୍ରାକ୍ଚର ଓଲଟି ୨ ମୃତ

ବ୍ରହ୍ମପୁର :ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତାଳଗୁରାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଆନ୍ଧ୍ରପ୍ରଦେଶର ପଲାସା ଓ ମଞ୍ଜୁଷା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମୃତକ ମାନେ ହେଲେ ଡେରା ଶବର ଓ ଜଗନ୍ନାଥ ଶବର I ଏକ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଲୋକମାନଙ୍କୁ ନେଇ ଯାଉଥିବା ସମୟରେ ଭାରସାମ୍ୟ […]

Samaya Live Picture
Published On

ବ୍ରହ୍ମପୁର :ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତାଳଗୁରାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଆନ୍ଧ୍ରପ୍ରଦେଶର ପଲାସା ଓ ମଞ୍ଜୁଷା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମୃତକ ମାନେ ହେଲେ ଡେରା ଶବର ଓ ଜଗନ୍ନାଥ ଶବର I ଏକ ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଲୋକମାନଙ୍କୁ ନେଇ ଯାଉଥିବା ସମୟରେ ଭାରସାମ୍ୟ ହରାଇ ପାହାଡ ତଳକୁ ଖସି ପଡିଥିଲା ଟ୍ରାକ୍ଟର ।ମୃତାହତମାନେ ପାତ୍ରପୁର ବ୍ଲକ ବୁରାତାଲ ଓ ତୁମ୍ବା ପଞ୍ଚାୟତର ବୋଲି ସୂଚନା ମିଳିଛି ।

Tags: