ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ଚିଠିରେ ଅନୁରୋଧ କରିଛନ୍ତି I ଶିକ୍ଷାନୁଷ୍ଠାନ ଗୁଡିକର ସ୍ୱାୟଭତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରିଛନ୍ତି । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଚିଠିରେ ଦର୍ଶାଇଛନ୍ତି […]
ଭୁବନେଶ୍ୱର : ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ଚିଠିରେ ଅନୁରୋଧ କରିଛନ୍ତି I ଶିକ୍ଷାନୁଷ୍ଠାନ ଗୁଡିକର ସ୍ୱାୟଭତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରିଛନ୍ତି । ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଚିଠିରେ ଦର୍ଶାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।




