ଓଡ଼ିଶାରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟ ଶଙ୍କର
ଭୁବନେଶ୍ୱର : ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ । ଓଡ଼ିଶାରେ ୨ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଵେ I ଏଡିଟର୍ସ ମିଟରେ ଯୋଗଦେବା ପରେ ସାମ୍ବାଦିକ ସମ୍ମିଳନୀ କରିବେ । ଆସନ୍ତାକାଲି ରବିବାର ସକାଳେ କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡିଛି।

Tags: