ଜୁନ୍‌ ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଜେ.ପି ନଡ୍ଡା

ଭୁବନେଶ୍ୱର : ଜୁନ୍‌ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେପିର ମହାଜନସମ୍ପର୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ।

Samaya Live Picture
Published On

Tags: