ଆଗାମୀ ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି !

ଆଗାମୀ ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି !
Samaya Live News Picture
Published On

ଭୁବନେଶ୍ୱର : ହଠାତ ପାଗରେ ପରିବର୍ତ୍ତନ । ଆଗାମୀ ୩ ଘଣ୍ଟା ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି  ଆଞ୍ଚଳିକ ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ମୟୁରଭଞ୍ଜ ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

 

Tags: