ଭିଜିବ ରାଜ୍ୟ,ଆଉ ଏକ ଲଘୁଚାପ ସମ୍ଭାବନା

ଭିଜିବ ରାଜ୍ୟ,ଆଉ ଏକ ଲଘୁଚାପ ସମ୍ଭାବନା
Samaya Live News Picture
Published On

ଭୁବନେଶ୍ୱର : ଶୀତ ଦିନରେ ପୁଣି ଥରେ ଭିଜିବ ରାଜ୍ୟ ।  ଆସୁଛି ଆଉ ଏକ ଲଘୁଚାପ! । ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେବ । ପରବର୍ତ୍ତୀ ୪୮ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି ।

 

Tags: