ଆୟୁଷ୍ମାନ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ – ମନ୍ତ୍ରୀ
ଭୁବନେଶ୍ୱର : ଚଳିତ ବର୍ଷ ଫେବୃଆରୀରେ ଆୟୁଷ୍ମାନ ଲାଗୁ ହେଉଥିବାରୁ ସରକାରଙ୍କ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ । ଆୟୁଷ୍ମାନ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ । ସେହିଭଳି ପ୍ରତି ପରିବାରରେ ପୁରୁଷଙ୍କୁ ୫ ଲକ୍ଷମିଳିବ ଇ E -KYC ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ । ଯେଉଁମାନଙ୍କର E -KYC ହୋଇନାହିଁ ସେମାନଙ୍କ ନା କୁ ସରକାର ବିଚାରକୁ ନେବେ । କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଫେରି ଯାଇଛନ୍ତି […]
ଭୁବନେଶ୍ୱର : ଚଳିତ ବର୍ଷ ଫେବୃଆରୀରେ ଆୟୁଷ୍ମାନ ଲାଗୁ ହେଉଥିବାରୁ ସରକାରଙ୍କ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ । ଆୟୁଷ୍ମାନ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ । ସେହିଭଳି ପ୍ରତି ପରିବାରରେ ପୁରୁଷଙ୍କୁ ୫ ଲକ୍ଷମିଳିବ ଇ E -KYC ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ । ଯେଉଁମାନଙ୍କର E -KYC ହୋଇନାହିଁ ସେମାନଙ୍କ ନା କୁ ସରକାର ବିଚାରକୁ ନେବେ । କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଫେରି ଯାଇଛନ୍ତି । ୩୦ ହଜାର ହସ୍ପିଟାଲରେ ଆୟୁଷ୍ମାନ ଯୋଜନା ଉପଲବ୍ଧ ହେବ । ସରକାରଙ୍କ ପାଖରେ ଏବେ କୋଟିଏ ପରିବାରର ତଥ୍ୟ ରହିଛି । ଏହାକୁ ଆଧାର କରି ଯୋଜନା ଲାଗୁ କରାଯିବ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ସେହିପରି ସରକାରଙ୍କ ପାଇଁ ଚଳିତ ବର୍ଷ ଗୁରୁତ୍ବପୁର୍ଣ ବର୍ଷ ୨୦୨୫ ଶେଷ ବେଳକୁ ଟିଭି ମୁକ୍ତ ଯକ୍ଷ୍ମା ମୁକ୍ତ ହେବ ଓଡ଼ିଶା ଓ ସାରା ଦେଶ ସ୍ବାସ୍ଥ୍ୟ ବିଭାଗ ପାଇଁ ଗୁରୁତ୍ବପୁର୍ଣ ନୂଆ ମେଡିକାଲ କଲେଜ ଖୋଲିବା ଓ ଡାକ୍ତର ନିଯୁକ୍ତି ଓ ଆୟୁଷ୍ମାନ ଲାଗୁ ହେବ I




