Odisha PCC
ଓଡ଼ିଶା 

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ଯୁବକଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ଯୁବକଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ ଭୁବନେଶ୍ୱର: ଅଗଷ୍ଟ ୧୯: ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁତ୍ର ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ ହୋଇଛି । ମୃତୁ୍ୟ ବେଳକୁ ତାଙ୍କୁ ୪୪ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ହେବ କରୋନାରେ ଆକ୍ରାନ୍ତ ଥିଲେ । ତାଙ୍କ ସାନ ଭାଇ ମନୋଜ ଜେନା ଏନେଇ ସୂଚନା ଦେଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇ ଅନେକ ଦିନ ସେ ଓଡ଼ିଶାରେ ଚିକିତ୍ସିତ ହେଉଥିଲେ । କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା […]
Read More...
ଓଡ଼ିଶା 

ରାଜସ୍ଥାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ରାଜଭବନ ସମ୍ମୁଖରେ ପିସିସିର ବିକ୍ଷୋଭ

ରାଜସ୍ଥାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ରାଜଭବନ ସମ୍ମୁଖରେ ପିସିସିର ବିକ୍ଷୋଭ ଭୁବନେଶ୍ୱର : ଜୁଲାଇ ୨୭:କେନ୍ଦ୍ରର ବିଜେପି ସରକାର ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି କରୁଛି ଏବଂ କ୍ରମାଗତ ଭାବେ କଂଗ୍ରେସ ଶାସିତ ରାଜ୍ୟ ମାନଙ୍କରେ ଲୋକଙ୍କ ଦ୍ୱାରା ନିର୍ବାଚିତ ସରକାରଙ୍କୁ ଅନୈତିକ ଉପାୟରେ ଭାଙ୍ଗିବା ପାଇଁ ବିଜେପି ଉଦ୍ୟମ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି । ରାଜସ୍ଥାନରେ ବହୁମତ ପାଇ ସରକାର ଗଠନ କରିଥିବା କଂଗ୍ରେସ ଦଳର ବିଧାୟକ ମାନଙ୍କୁ ଅର୍ଥ ଓ ମନ୍ତ୍ରୀପଦ ପ୍ରଲୋଭନ ରେ ଆକୃଷ୍ଟ କରି […]
Read More...

Advertisement