Odisha Rainfall
ଓଡ଼ିଶା 

ଆହୁରି ୨୪ ଘଣ୍ଟା କାଚିବ : ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆହୁରି ୨୪ ଘଣ୍ଟା କାଚିବ : ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର : ଅଗଷ୍ଟ ୫:ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ । ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଏବଂ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଜାରି ରହିବ ବର୍ଷା । ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହାସହ କେନ୍ଦୁଝର, ଅନୁଗୁଳ, ନୂଆପଡା, ସୋନପୁର ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । […]
Read More...
ବିଶ୍ବ  ଓଡ଼ିଶା 

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ:ଦୁଇଦିନ ଧରି ବର୍ଷିବ

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ:ଦୁଇଦିନ ଧରି ବର୍ଷିବ ଭୁବନେଶ୍ୱର : ଅଗଷ୍ଟ ୪: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରେ ସମଗ୍ର ଓଡ଼ିଶାରେ ଆସନ୍ତା ଦୁଇ ଦିନ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ଏହି ଲଘୁଚାପ ପଶ୍ଚିମବଙ୍ଗ ଓ ବାଲାଂଦେଶ ଅଞ୍ଚଳର ସାମୁଦ୍ରିକ କ୍ଷେତ୍ରରେ ଏବେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର […]
Read More...

Advertisement