odisha's budget season
ରାଜନୀତି  ଓଡ଼ିଶା 

ଆଜିଠୁ ବିଧାନସଭା ବଜେଟ୍‌ ଅଧିବେଶନ

ଆଜିଠୁ ବିଧାନସଭା ବଜେଟ୍‌ ଅଧିବେଶନ ଭୁବନେଶ୍ୱର: ମାର୍ଚ୍ଚ ୨୫: ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ୍ ଅଧିବେଶନ। ଏଥର ୬ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ଅଭିଭାଷଣ ରଖିବେ ରାଜ୍ୟପାଳ। ଅଭିଭାଷଣ ଉପରେ ୨୬ ଓ ୨୮ ତାରିଖରେ ଆଲୋଚନା ହେବ। ୨୯ ତାରିଖରେ ଅଫିସିଆଲ ବିଜନେସ ଓ ୩୦ ତାରିଖରେ ୨୦୨୨-୨୩ର ବଜେଟ ଉପସ୍ଥାପନ ହେବ। ୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କଠୁ […]
Read More...

Advertisement