odisha school news
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ରାଜ୍ୟରେ ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକଙ୍କୁ ମଳିବ ପଦୋନ୍ନତି
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୩୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶାକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କୁ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡ୍କୁ ହ୍ରାସ କରାଯାଇଛି । ଏହା ଦ୍ୱାରା ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ । ଏହା ସହ ଉଚ୍ଚ ପ୍ରାଥମିକ ସ୍ତରରେ ଥିବା ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡ଼ିକ ପୂରଣ ହୋଇପାରିବ । ସରକାରଙ୍କ ଏହି ପ୍ରସ୍ତାବ ଫଳରେ […]
କୋଭିଡ଼ କଟକଣା ମଧ୍ୟରେ ଆଜି ରାଜ୍ୟରେ ଖୋଲିଲା ଦଶମ ଓ ଦ୍ୱାଦଶ ଶ୍ରେଣୀ
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୨୬: କରୋନା ମହାମାରୀ ଯୋଗୁଁ ତିନି ମାସରୁ ଅଧିକ ଦିନ ଧରି ବନ୍ଦ ରହିଥିବା ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ଆଜି ଠାରୁ ଶ୍ରେଣୀ କକ୍ଷରେ ପାଠପଢ଼ା ଆରମ୍ଭ ହେଉଛିି । ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଡୁର୍) ଅନୁସାରେ, ବିଦ୍ୟାଳୟଗୁଡ଼ିକ ସକାଳ ୧୦ରୁ ମଧ୍ୟାହ୍ନ ୧.୩୦ ପର୍ଯ୍ୟନ୍ତ ଖୋଲା ରହିବ । ବିଦ୍ୟାଳୟକୁ କୌଣସି ଛାତ୍ରଛାତ୍ରୀ ଖାଦ୍ୟ ସାଙ୍ଗରେ ଆଣିବେ ନାହିଁ । ତେବେ ବିଦ୍ୟାଳୟକୁ ଛାତ୍ରଛାତ୍ରୀମାନେ ଆସିବାକୁ ବାଧ୍ୟ ନୁହଁନ୍ତି । […]

