odisha weather report
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ରାଜ୍ୟରେ ବଢ଼ିପାରେ ଶୀତ, ୫ ଦିନ ପର୍ଯ୍ୟନ୍ତ ଶୀତ ଲହରୀ
Published On
By Samaya Live
ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ଶୀତ ବଢ଼ିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହୋଇପାରେ । ଅନେକ ସ୍ଥାନର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ସ୍ୱାଭାବିକଠାରୁ କମ୍ ରହିବ ବୋଲି ବୋଲି ଭୁଭନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ଅନୁମାନ କରି ସୂଚନା ଦେଇଛନ୍ତି । ଗତ ରାତିରେ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ ହୋଇଥିଲା ବେଳେ କନ୍ଧମାଳ ଜି. […]
ଚଳିତ ମାସ ଶେଷ ଯାଏଁ ରାଜ୍ୟର ପାଗ ଶୁଖିଲା, କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ
Published On
By Samaya Live
ଭୁବନେଶ୍ୱର : ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ଆସନ୍ତା ୩୧ ତାରିଖ ଆଡ଼କୁ ବଙ୍ଗୋପସାଗର ଅଞ୍ଚଳରୁ ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଆଜି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆଜି ପାଗ ଆଂଶିକ ମେଘୁଆ […]
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୦ରେ ଲଘୁଚାପ
Published On
By Samaya Live
ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କ୍ରମେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ସୂଚାନ ଦେଇଛି । ତେବେ ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍ ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଦିଗକୁ ଗତି କରିପାରେ । A #Cyclonic Circulation lies over south Andaman Sea & neighbourhood. […]
ଆସନ୍ତା ୨୦ରେ ଲଘୁଚାପ, ବଜ୍ରପାତ ସହିତ ପ୍ରବଳ ବର୍ଷା
Published On
By Samaya Live
ଭୁବନେଶ୍ୱର: ଚଳିତ ମାସ ୧୮ରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ । ଆସନ୍ତା ୨୦ରେ ଏହା ଧୀରେ ଧୀରେ ଏକ ନିମ୍ନଚାପରେ ପରିଣତ ହୋଇ ଲଘୁଚାପ ସୃଷ୍ଟି କରିପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବଜ୍ରପାତ ସହିତ […]
୫ରେ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ
Published On
By Samaya Live
ଭୁବନେଶ୍ୱର: ଆସନ୍ତା ୫ରେ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନୂଆପଡ଼ା, ରାୟଗଡ଼ା, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ କେନ୍ଦୁଝର । ଅନ୍ୟପକ୍ଷରେ ଆଗକୁ କେତେକ ଜିଲ୍ଲାରେ ସାମାନ୍ୟ […]
ରାଜ୍ୟରେ ଆହୁରି ୪ ଦିନ ଯାଏ ଲାଗି ରହିବ ବର୍ଷା
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୧୪: ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବରଗଡ଼, ବଲାଙ୍ଗିର, ସୋନପୁର, […]
ଓଡଶାରେ ଲଘୁଚାପ କ୍ଷେତ୍ର ସୃଷ୍ଟି
Published On
By Samaya Live
ଭୁବନେଶ୍ୱର: ଜଲାଇ ୦୪: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜିଠୁ ୧୦ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୦୧: ଆଜି ଭଳି ପବିତ୍ର ଦିନ ରଥଯାତ୍ରା ଆରମ୍ଭରୁ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର କେତେକ ଅଞ୍ଚଳରେ ହାଲୁକା ଧରଣର ବର୍ଷା ଜାରି ରହିବା ସହିତ ମେଘୁଆ ପାଗ ଦୃଶ୍ୟମାନ ରହିଛି । ସେହିପରି ପୁରୀରେ ସକାଳ ବେଳା ବର୍ଷା ହେବାର ସମ୍ଭାବନା ଅଧିକ ରିହଛି । ଜୁଲାଇ ୧୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ । ଏଣୁ ଏବର୍ଷ […]
ମୌସୁମୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Published On
By Samaya Live
ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, […]
ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ
Published On
By Samaya Live
ଭୁବନେଶ୍ୱର: ଜୁନ ୨୩: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା […]
ରାଜ୍ୟରେ ପ୍ରବେଶ କରିଛି ମୌସିମୀ ବାୟୁ
Published On
By Samaya Live
ଭୁବନେଶ୍ୱର: ଜୁନ ୨୨: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା […]
ରଜରେ ହେବନି ବର୍ଷା: ଏପଟେ ୨ ଦିନ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
Published On
By Samaya Live
ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା । ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ଏହି […]

