odisha weather update
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟା ମଧ୍ୟରେ ପାଗ ଅଧିକ ଦୁର୍ବଳ
Published On
By Samaya Live
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏହାର ପ୍ରଭାବ ରାଜ୍ୟରେ ଦେଖାଯିବ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ଏନେଇ ସୂଚନା ଦେଇଛି । ପାଣିପାଗ ଆହୁରି ମଧ୍ୟ ସୂଚନା ଦେଇଛି ଯେ, ଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି । ଏହା […]
ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ
Published On
By Samaya Live
ଭୁବନେଶ୍ୱର: ରାଜ୍ୟରେ ଏବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ପଶ୍ଚିମ-କେନ୍ଦ୍ରୀୟ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳମାନଙ୍କରେ ପୂର୍ଣ୍ଣିବଳୟର ପ୍ରଭାବ ଦେଖାଯାଇଛି । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ […]
ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ: ଦୁଇ ଦିନ ମଧ୍ୟରେ ବର୍ଷା
Published On
By Samaya Live
ଭୁବନେଶ୍ୱର: ଜୁନ୍ ୧୫: ରାଜ୍ୟରେ ଏଥର ରଜ ଉତ୍ସବ ଜୋର୍ଦାର ପାଳନ ହେବ । ଆଜିଠୁ ରାଜ୍ୟରେ ମୌସୁମୀ ବାୟୁର ପ୍ରବେଶ ହୋଇଛି । ଏହାର ପ୍ରଭାବରେ କେତେକ ଦକ୍ଷିଣ ଜିଲ୍ଲାମାନଙ୍କରେ ବର୍ଷା ସକ୍ରିୟ ରହିଥିବା ଭୁବନେଶେ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି । ଦକ୍ଷିଣ- ଓଡିଶା ର କିଛି ଅଞ୍ଚଳରେ ପ୍ରାକ ମୌସୁମୀ ବର୍ଷା ସକ୍ରିୟ pic.twitter.com/LcWIVXg1rA — Meteorological Centre, Bhubaneswar (@mcbbsr) June 15, 2022 ଏହାସହିତ ରାଜ୍ୟରେ […]
୨୪ ଘଣ୍ଟାରେ ବର୍ଷା ସମ୍ଭାବନା, ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା
Published On
By Samaya Live
ଭୁବନେଶ୍ୱର: ମେ ୩୦: ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛିି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏହାହସିତ ସେହି ୧୦ଟି ଜିଲ୍ଲାରେ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ଅନ୍ୟପକ୍ଷରେ, ଆଜି ଭୁବନେଶ୍ୱର ସମେତ କେତେକ ରାଜ୍ୟରେ ପାଣିପାଗ […]
ଆସନ୍ତା ୪ରେ ଦକ୍ଷିଣ ଆଣ୍ଡାମାନ ସାଗରେ ଘୂର୍ଣ୍ଣିଝଡ଼: ଲଘୁଚାପ ନିଶ୍ଚିନ୍ତ
Published On
By Samaya Live
ଭୁବନେଶ୍ୱର: ମେ ୦୨: ଆସନ୍ତା ୪ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ଅଛି । ଏଣୁ ଲଘୁଚାପ ହେବା ନିଶ୍ଚିତ, ହେଲେ ବାତ୍ୟା ହେବ କି ନାହିଁ ତାହାର ସ୍ପଷ୍ଟ ସୂଚନା ମିଳିବପାରି ନାହିଁ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗର ବୈଜ୍ଞାନିକ ଆର୍ କେ. ଜେନାମଣି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ, ଏହି ଘୂର୍ଣ୍ଣିଝନ ଆସନ୍ତା ହୋଇ ୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଲଘୁଚାପରରେ ପରିଣତ […]
ଆସୁଛି ବାତ୍ୟା, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଜାରି
Published On
By Samaya Live
ଭୁବନେଶ୍ୱର: ଡିସେମ୍ବର ୦୧: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆଣ୍ଡାମାନ ସାଗରରେ ସକ୍ରିୟ ହେଉଛି ଲଘୁଚାପ। ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨ ତାରଖରେ ଅବପାତ ଓ ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ କାଲିଠୁ ଓଡିଶାର ପାଗରେ ପରିବର୍ତ୍ତନ ଆସିପାରେ । ପୁରୀ, ଜଗତସିଂପୁର, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଗଞ୍ଜାମ, ଗଜପତି, ପୁରୀ, […]
୪ରୁ ୫ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା, ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ଏସ୍ଆର୍ସି
Published On
By Samaya Live
ଭୁବନେଶ୍ୱର: ଅଗଷ୍ଟ ୧୧: ଆସନ୍ତା ଦୁଇରୁ ତିନି ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏହାର ପ୍ରଭାବରେ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ଦିଆଯାଇଛି । ଅଧିକାଂଶ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୂଚନା ଅନୁସାରେ, ଆଗାମୀ […]
ଆସନ୍ତା ୨୮ରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୨୬: ବଙ୍ଗେପସାଗରର ଉତ୍ତର ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ଉପକୂଳରେ ଲଘୁଚାପ ଜନିତ ନିମ୍ନ ଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଭାଗ ସୂଚନା ଅନୁସାରେ, ଜୁଲାଇ ୩୧ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାର ଗୋଟିଏ କିମ୍ବା […]

