One more death in Odisha
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
କରୋନା ରୋଗରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ; ଓଡ଼ିଶାରେ ମୃତ୍ୟୁ ସଂଖ୍ୟା ୮ କୁ ବୃଦ୍ଧି
Published On
By Samaya Live
ଭୁବନେଶ୍ୱର: ଜୁନ ୫: ରାଜ୍ୟରେ ଆଉ ଜଣେ କରୋନା ରୋଗୀଙ୍କର, ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ହେଇଛି I ଏହାକୁ ମିଶାଇ ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା କରୋନା ରୋଗରେ ୮ ଜଣ ଙ୍କ ମୃତ୍ୟୁ ହେଲାଣି I ମୃତକ ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବାସିନ୍ଦା ଏବଂ ତାଙ୍କର ବୟଷ ୬୩ ବର୍ଷ ହେଇଥିଲା I ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ, ସେ ମଧୁମେହ ଏବଂ ଅନ୍ୟ ରୋଗରେ ପୀଡିତ ଥିଲେ I

