OPCC
ଓଡ଼ିଶା 

କଂଗ୍ରେସ ଭବନ ଗଣ୍ଡଗୋଳ; ୬ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍‌

କଂଗ୍ରେସ ଭବନ ଗଣ୍ଡଗୋଳ; ୬ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍‌ ଭୁବନେଶ୍ୱର : ଜୁନ ୨୯:ରାଜ୍ୟ ଯୁବ କଂଗ୍ରେସର ସଭାପତି ଭାବେ ସ୍ମୃତିରଞ୍ଜନ ଲେଙ୍କାଙ୍କ ଦାୟିତ୍ୱ ଗ୍ରହଣ ଦିନ କଂଗ୍ରେସ ଭବନରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ୫-୬ଜଣଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ଏହି ସୂଚନା ଦେଇଛନ୍ତି କଂଗ୍ରେସ ଶୃଙ୍ଖଳା କମିଟିର ଅଧ୍ୟକ୍ଷ ରଞ୍ଜୀବ ବିଶ୍ୱାଳ । ରଥଯାତ୍ରା ଦିନ କଂଗ୍ରେସ ଭବନରେ ହୋଇଥିବା ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ଗଣ୍ଡଗୋଳର ତଦନ୍ତ ପାଇଁ […]
Read More...
ଓଡ଼ିଶା 

ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି; ରାଜରାସ୍ତାରେ କଂଗ୍ରେସ

ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି; ରାଜରାସ୍ତାରେ କଂଗ୍ରେସ ଭୁବେନଶ୍ୱର :ଜୁନ ୨୯: ବର୍ତମାନ କେନ୍ଦ୍ର ବିଜେପି ସରକାର ସମୟରେ ତୈଳ ଦର ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏଇ କିଛିଦିନ ହେଲା ଲଗାତର ପେଟ୍ରୋଲ ଓ ଡିଜେଲର ଦାମ ବଢି ବର୍ତମାନ ଯଥାକ୍ରମେ ପ୍ରାୟ ୮୧ ଟଙ୍କା ଓ ୮୦ ଟଙ୍କାରେ ପହଂଚିଲାଣି। ଫଳରେ ଜନସାଧାରଣ ନାହିଁ ନଥିବା ଦୁର୍ଦ୍ଦଶା ଭୋଗିଲେଣି । ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଦିବା ୧୦ ଘଂଟା ଠାରୁ […]
Read More...
ଓଡ଼ିଶା 

ତେଲ ଦର ବୃଦ୍ଧି; ୬ ଦିନ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ

ତେଲ ଦର ବୃଦ୍ଧି; ୬ ଦିନ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ କରିବ କଂଗ୍ରେସ ଭୁବନେଶ୍ୱର : ଜୁନ ୨୮:ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ନେଇ ୬ ଦିନ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବ କଂଗ୍ରେସ । ସୋମବାର କେନ୍ଦ୍ର ସରକାରଙ୍କ ଯେ କୌଣସି କାର୍ଯ୍ୟାଳୟ ସମ୍ମୁଖରେ ଦଳର ନେତା ଓ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବେ । ୩୦ ତାରିଖଠାରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲା ଓ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ବିକ୍ଷୋଭ କରାଯିବ ବୋଲି ଦଳ କହିଛି । ପ୍ରତିଦିନ ପେଟ୍ରୋଲ୍‌ […]
Read More...
ଓଡ଼ିଶା 

କଂଗ୍ରେସର ଅଭିଯୋଗ;୧୭ହଜାର କୋଟିର ପ୍ୟାକେଜ ନୁହେଁ ପ୍ରହଶନ ମାତ୍ର

କଂଗ୍ରେସର ଅଭିଯୋଗ;୧୭ହଜାର କୋଟିର ପ୍ୟାକେଜ ନୁହେଁ ପ୍ରହଶନ ମାତ୍ର ଭୁବନେଶ୍ୱର : ମେ ୩୧:ଓଡ଼ିଶା ସରକାରଙ୍କର ପ୍ରବଂଚନାପୂର୍ଣ୍ଣ ୧୭ ହଜାର କୋଟିର ପ୍ୟାକେଜକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି । ଏହା ଏକ ପ୍ରହସନ ବୋଲି କହିଛନ୍ତି । ଭୁଷୁଡ଼ି ଯାଇଥିବା ଆର୍ଥିକ ସ୍ଥିତିକୁ ସଜାଡ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କର ୨୦ ଲକ୍ଷ କୋଟି ଟଙ୍କା ଯେପରି ଏକ ପ୍ରହସନ ରାଜ୍ୟ ସରକାର ଜୀବିକା ନିମନ୍ତେ ଘୋଷିତ ଯୋଜନା ‘ଜୀବିକା ମିଶନ‘ ସେହିପରି ଏକ ପ୍ରହସନ- ଏ ସରକାର ପ୍ରତିଶୃତି, […]
Read More...

Advertisement