osepa
ଓଡ଼ିଶା 

ସବୁ ଜିଲ୍ଲାପାଳଙ୍କୁ ଓସେପାଙ୍କ ତରଫରୁ ଚିଠି

ସବୁ ଜିଲ୍ଲାପାଳଙ୍କୁ ଓସେପାଙ୍କ ତରଫରୁ ଚିଠି ଭୁବନେଶ୍ୱର: ଜୁନ ୧୧: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ […]
Read More...

Advertisement