padmapur farmar subsidy information
ରାଜନୀତି  ଓଡ଼ିଶା 

ପଦ୍ମପୁରରେ କେତେ ଚାଷୀଙ୍କୁ ଓ କେଉଁ ଚାଷୀଙ୍କୁ ଇନପୁଟ୍ ସବସିଡି ଦିଆଗଲା, ଏହାର ତଥ୍ୟ ଦିଆଯାଉ : ଧର୍ମେନ୍ଦ୍ର ପ୍ରଧାନ

ପଦ୍ମପୁରରେ କେତେ ଚାଷୀଙ୍କୁ ଓ କେଉଁ ଚାଷୀଙ୍କୁ ଇନପୁଟ୍ ସବସିଡି ଦିଆଗଲା, ଏହାର ତଥ୍ୟ ଦିଆଯାଉ  : ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର : ଡ଼ିଶାରେ ଦୀର୍ଘ ୨୨ ବର୍ଷ ଧରି ଥିବା ଗୋଟିଏ ସରକାର ଲମ୍ବା ସମୟ ପର୍ଯ୍ୟନ୍ତ ଲୋକମାନଙ୍କୁ ଭ୍ରମିତ ଓ ଅନ୍ଧାରରେ ରଖିପାରିବ ନାହିଁ । ଲୋକମାନେ ସତ ଜାଣିଲେଣି । ମିଛ କଥାକୁ ବାରମ୍ବାର ଯୋରରେ ଯୋରରେ କହିଲେ ସତ ହୋଇଯାଏନି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପଦ୍ମପୁର ଉପନିର୍ବାଚନରେ ରାଜ୍ୟ ସରକାରଙ୍କ ଭୂମିକାକୁ ନେଇ ଗଣମାଧ୍ୟମର ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ […]
Read More...

Advertisement