passed away
ଦେଶ- ବିଦେଶ 

ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ

ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ । ଆଜି ସକାଳ ୮.୨୨ ରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି I ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ସେ ନିଶ୍ୱାସ ପ୍ରଶ୍ୱାସ ରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଅଗଷ୍ଟ ୨୨ରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର ନିମ୍ନ ରକ୍ତଚାପ ତଥା […]
Read More...
ମନୋରଞ୍ଜନ  ଦେଶ- ବିଦେଶ 

ବର୍ଷୀୟାନ ଅଭିନେତା ଅରୁଣ ବାଲିଙ୍କ ପରଲୋକ

ବର୍ଷୀୟାନ ଅଭିନେତା ଅରୁଣ ବାଲିଙ୍କ ପରଲୋକ ମୁମ୍ବାଇ : ବଲିଉଡରୁ ଆସିଲା ପୁଣି ଏକ ଦୁଖଦଃ ଖବର I ବରିଷ୍ଠ ଲୋକପ୍ରିୟ ଅଭିନେତା ଅରୁଣ ବାଲିଙ୍କ ପରଲୋକ I ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା I ସେ ଦୀର୍ଘଦିନ ଧରି ବIର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ I ଏହା ସହ କିଛି ଦିନ ହେବ ସେ ନ୍ୟୁରୋ ସମ୍ବନ୍ଧିତ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଅରୁଣ ବିରଳ ନ୍ୟୁରୋମସ୍କୁଲାର ଏବଂ ମାଇଷଥେନିଆ ଗ୍ରାଭିସ ପରି ରୋଗରେ ପୀଡିତ ଥିଲେ। […]
Read More...
ଓଡ଼ିଶା 

ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ

ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଆଜି ଭୋର ସମୟରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ଆଜି ଭୋରରୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ବର୍ଗତ ଆଦିକନ୍ଦ ସେଠୀ ୨୦୦୯ରୁ ୨୦୧୪ ଯାଏ ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିରୁ ବିଧାୟକ ଥିଲେ। ୨୦୧୪ରେ ସେ […]
Read More...
ଦେଶ- ବିଦେଶ 

ପ୍ରସିଦ୍ଧ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ

ପ୍ରସିଦ୍ଧ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ପରଲୋକ ନୂଆଦିଲ୍ଲୀ: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ଆଜି ଦିଲ୍ଲୀ AIIMS ରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା Iଗତମାସ ଅଗଷ୍ଟ ୧୦ ରେ ଜିମରେ ବ୍ୟାୟାମ କରୁଥିବା ସମୟରେ ସେ ରେ ହୃଦ୍‌ଘାତ ର ଶିକାର ହୋଇ ତଳେ ପଡିଯାଇଥିଲେ I ପରେ ରାଜୁ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ AIIMS ରେ ଭର୍ତ୍ତି କରାଯାଇଥିଲା । ଏକମାସ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ରେ ତାଙ୍କର ଚିକିତ୍ସା […]
Read More...
ଓଡ଼ିଶା 

ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଦେବପ୍ରିୟ ମହାପାତ୍ରଙ୍କ ପରଲୋକ ଭୁବନେଶ୍ୱର: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ କଟକ ରେ ପରଲୋକ I କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ଜଷ୍ଟିସ ଦେଵପ୍ରିୟ ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ। ୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମଗ୍ରହଣ କରିଥିଲେ। ୧୯୬୦ ମସିହାରୁ ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟରେ ଓକିଲାତି […]
Read More...

Advertisement