pdisha weather report
ଓଡ଼ିଶା  ପାଣିପାଗ 

ମୌସୁମୀ ଓ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ମୌସୁମୀ ଓ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର:ଜୁଲାଇ ୧୧: ଦକ୍ଷିଣ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଉତ୍ତର ଆନ୍ଧ୍ର୍ରପ୍ରଦେଶ ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବସ୍ଥିତ ରହିଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଢଳିବା ସହିତ ସମୁଦ୍ର ପତନରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ସେହିପରି ମୌସୁମୀ ଟ୍ରଫ୍‌ ବର୍ତ୍ତମାନ ବଲାଙ୍ଗୀର ଉପର ଦେଇ ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି ଏବଂ […]
Read More...

Advertisement