Petroleum Minister
ଓଡ଼ିଶା 

୨୦୧୯-୨୦ ବର୍ଷ ପାଇଁ ଓଡିଶାକୁ କେନ୍ଦ୍ରର ୫ ହଜାର ୧୨୨ କୋଟି ଜିଏସ୍‌ଟି ସହାୟତା ରାଶି

୨୦୧୯-୨୦ ବର୍ଷ ପାଇଁ ଓଡିଶାକୁ କେନ୍ଦ୍ରର ୫ ହଜାର ୧୨୨ କୋଟି ଜିଏସ୍‌ଟି ସହାୟତା ରାଶି ଭୁବନେଶ୍ୱର : ଜୁଲାଇ ୨୮:ଆର୍ଥିକ ବର୍ଷ ପାଇଁ ଓଡ଼ିଶାକୁ ୫ ହଜାର ୧୨୨ କୋଟି ଟଙ୍କା ଜିଏସଟି ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଓଡ଼ିଶାକୁ ଏହି ବର୍ଦ୍ଧିତ ଜିଏସଟି ସହାୟତା ରାଶି ପ୍ରଦାନ କୋରନା ମହାମାରୀରେ ଅର୍ଥନୈତିକ ମାନ୍ଦାବସ୍ଥା କାରଣରୁ ହୋଇଥିବା ରାଜସ୍ୱ କ୍ଷତିରୁ ମୁକ୍ତି ପ୍ରଦାନ କରିବ । ଏହାସହ ରାଜ୍ୟରେ ବିକାଶମୂଳକ କାର୍ଯ୍ୟ ବୃଦ୍ଧି ପାଇଁ ରାଜ୍ୟର ଅର୍ଥନୀତିକୁ ଗତି ଦେବାରେ ପ୍ରୋତ୍ସାହନ ଯୋଗାଇବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । […]
Read More...
ଓଡ଼ିଶା 

୫ମାସ ବଢ଼ିଲା ଗରିବ କଲ୍ୟାଣ ଅନ୍ନ ଯୋଜନା; ଓଡିଶା ଅଧିକ ଲାଭ ପାଇବ : ଧର୍ମେନ୍ଦ୍ର

୫ମାସ ବଢ଼ିଲା ଗରିବ କଲ୍ୟାଣ ଅନ୍ନ ଯୋଜନା; ଓଡିଶା ଅଧିକ ଲାଭ ପାଇବ : ଧର୍ମେନ୍ଦ୍ର ଭୁବନେଶ୍ୱର : ଜୁନ ୩୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୀବ କୃଷକ ଏବଂ ଶ୍ରମିକ ସମେତ ଦେଶର ୮୦କୋଟିରୁ ଊଦ୍ଧ୍ୱର୍ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ପାଞ୍ଚ ମାସ ପାଇଁ ବୃଦ୍ଧି କରିଥିବା ଘୋଷଣାକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦେଶ ତଥା ଓଡିଶା ଭଳି ରାଜ୍ୟ ଏହା ଦ୍ୱାରା ଅଧିକ ଲାଭ ପାଇବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତି କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଏହି […]
Read More...
ଓଡ଼ିଶା 

ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ୱାଗତ

ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ୱାଗତ ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସାଢେ 4 କୋଟି ଓଡିଆଙ୍କ ବିଜୟ ଏବଂ ସେମାନଙ୍କ ଦୃଢ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ସାଢେ 4 କୋଟି ଓଡିଆ ଏବଂ ସାରା ବିଶ୍ୱରେ କୋଟି କୋଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତ ଭାବାବେଗକୁ ସମ୍ମାନ ଦେଇଥିବାରୁ ମାନ୍ୟବର ସୁପ୍ରିମକୋର୍ଟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଆନ୍ତରିକ କୃତଜ୍ଞତା […]
Read More...
ଓଡ଼ିଶା 

ନୟାଗଡ ରେ ଠାବ ପାଞ୍ଚ ଶହ ବର୍ଷ ତଳ ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ନୟାଗଡ ରେ ଠାବ ପାଞ୍ଚ ଶହ ବର୍ଷ ତଳ ମନ୍ଦିରର ପୁନଃଉଦ୍ଧାର ଏବଂ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ଭୁବନେଶ୍ୱର: ଜୁନ ୧୮: ନୟାଗଡ ଜିଲ୍ଲା ମହାନଦୀ ଗର୍ଭରେ ଠାବ ହେଇଥିବା ୫୦୦ ବର୍ଷ ତଳ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନଃଉଦ୍ଧାର କରାଯିବI ସହ ମନ୍ଦିରକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଭାରତୀୟ ପ୍ରତ୍ନତାତ୍ୱିକ ସର୍ବେକ୍ଷଣ ସଂସ୍ଥାର ଅଧିକାରୀମାନଙ୍କୁ ନିର୍ଦେଶ ଦେବାପାଇଁ ପତ୍ର ଲେଖି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ I ଶ୍ରୀ ପ୍ରଧାନ ପାତ୍ରରେ ଉଲ୍ଲେଖ କରିଛନ୍ତି ଯେ, ମହାନଦୀରେ […]
Read More...
ଦେଶ- ବିଦେଶ 

ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ; ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ

ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ; ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ ଭୁବନେଶ୍ୱର (ସବୁ୍ୟ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଅନଲାଇନ୍‌ ସମାରୋହରେ ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ କରିଛନ୍ତି । ଏହା ଦେଶବ୍ୟାପୀ ପ୍ରଥମ ଅନଲାଇନ୍‌ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ ଏବଂ ଏହି ନୂଆ ଇଲେକେଫ୍ରାନିକ୍‌ ଟ୍ରେଡିଂ ପ୍ଲାଟଫର୍ମ ଦେଶକୁ ପ୍ରାକୃତିକ ଗ୍ୟାସର ଫ୍ରି ମାର୍କେଟିଂ ପ୍ରାଇସିଂ ଦିଗରେ ଆଗେଇ ନେବାରେ ସାହାଯ୍ୟ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରାକୃତିକ ଗ୍ୟାସ ପାଇଁ ନୂତନ ବୈଦୁତିକ […]
Read More...
ଓଡ଼ିଶା 

ଚୀନ, ଜାପାନ ଓ ଦକ୍ଷିଣ କୋରିଆରେ ଥିବା ଓଡିଆଙ୍କ ସହ କଥାହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଚୀନ, ଜାପାନ ଓ ଦକ୍ଷିଣ କୋରିଆରେ ଥିବା ଓଡିଆଙ୍କ ସହ କଥାହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର: ମେ ୨୩:ଚୀନ, ଜାପାନ ଏବଂ ଦକ୍ଷିଣ କୋରିଆରେ ଥିବା ଓଡିଆ ସମୁଦାୟର 24ରୁ ଊର୍ଦ୍ଧ୍ଵ ଲୋକଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ତିନୋଟି ଦେଶରେ ରହୁଥିବା ଓଡିଆ ଲୋକମାନଙ୍କୁ ରାଜ୍ୟର ଆମ୍ବାସେଡର ହେବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଥିବା ବେଳେ ଏହିମାନେ ହିଁ ବାହାର ଦେଶମାନଙ୍କରେ ଓଡିଶାର ପରିଚୟକୁ ତିଆରି କରିପାରିବେ ଏବଂ ଗ୍ଲୋବାଲ ଆଇଡିଆ ମାଧ୍ୟମରେ ଓଡିଶାକୁ ପୁଞ୍ଜିନିବେଶର ପେଣ୍ଠସ୍ଥଳି କରିପାରିବେ ବୋଲି […]
Read More...
ଓଡ଼ିଶା 

୫୦୦ କୋଟିର ପ୍ୟାକେଜ ରାଜ୍ୟରେ ରିଲିଫ୍‌ ଓ ପୁନଃଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବ: ଧର୍ମେନ୍ଦ୍ର

୫୦୦ କୋଟିର ପ୍ୟାକେଜ ରାଜ୍ୟରେ ରିଲିଫ୍‌ ଓ ପୁନଃଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବ: ଧର୍ମେନ୍ଦ୍ର Edited by Papu Mohanty ଭୁବନେଶ୍ୱର: ମେ ୨୨:ଓଡିଶାର ବାତ୍ୟା ଜନିତ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫ଶହ କୋଟି ଟଙ୍କାର ଅଗ୍ରୀମ ସହାୟତା ରାଶି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ମୋଦି ସରକାର ଅତୀତରେ ବିପଦ ସମୟରେ କାନ୍ଧକୁ କାନ୍ଧ ମିଶାଇ ଓଡିଶାବାସୀଙ୍କ ସହ ଛିଡା ହୋଇଛନ୍ତି । ଓଡିଶାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ । ଶ୍ରୀ ପ୍ରଧାନ […]
Read More...

Advertisement