PM Modi To Lay Foundation Stone
ଦେଶ- ବିଦେଶ 

ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସେୱର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସେୱର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶାହାଜାହାନପୁର: ଡିସେମ୍ବର ୧୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସେୱର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସମଗ୍ର ଦେଶରେ ଦ୍ରୁତ ଗତିଶୀଳ ସଂଯୋଗ ଯୋଗାଇବା ଏହାର ଏକ୍ସପ୍ରେସେୱ ଲକ୍ଷ । ୫୯୪ କିଲୋମିଟର ଲମ୍ବା ଛଅ ଲେନ ବିଶିଷ୍ଟ ଏହି ଏକ୍ସପ୍ରେସେୱ ୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ନିର୍ମାଣ ହୋଇଛି । ମିରଟର ବିଜାଉଲି ଗାଁ ନିକଟରୁ ଆରମ୍ଭ ହୋଇ ଏକ୍ସପ୍ରେସେୱ ପ୍ରୟାଗରାଜର ଜୁଦାପୁର ଦାଣ୍ଡୁ ଗ୍ରାମ ନିକଟ ପର୍ଯ୍ୟନ୍ତ ଲମ୍ବିଛି […]
Read More...

Advertisement