PM visit cyclone area
ଦେଶ- ବିଦେଶ  ଓଡ଼ିଶା 

ଆକାଶମାର୍ଗରୁ ରାଜ୍ୟର ବାତ୍ୟାଞ୍ଚଳ ପରିଦର୍ଶନ କରିପାରନ୍ତି ପ୍ରଧାନମନ୍ତ୍ରୀ

ଆକାଶମାର୍ଗରୁ ରାଜ୍ୟର ବାତ୍ୟାଞ୍ଚଳ ପରିଦର୍ଶନ କରିପାରନ୍ତି ପ୍ରଧାନମନ୍ତ୍ରୀ Edited by Papu Mohanty ଭୁବନେଶ୍ୱର : May 21:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ଏହି ଗସ୍ତ କାଳରେ ଆକାଶ ମାର୍ଗରୁ ରାଜ୍ୟର ବାତ୍ୟାଞ୍ଚଳ ପରିଦର୍ଶନ କରିବା ସହିତ କ୍ଷୟକ୍ଷତି ଅନୁଧ୍ୟାନ କରିବେ । ସେ ରାଜ୍ୟ ସରକାରଙ୍କର ସହିତ ବାତ୍ୟା କ୍ଷୟକ୍ଷତି ନେଇ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସୁଛନ୍ତି । ଅପରପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ […]
Read More...

Advertisement