Prayer in Odisha for Covid warriors
ଓଡ଼ିଶା 

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୨ ମିନିଟ୍‌ ନିରବ ପ୍ରାର୍ଥନା: ରାଜ୍ୟବାସୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୨ ମିନିଟ୍‌ ନିରବ ପ୍ରାର୍ଥନା: ରାଜ୍ୟବାସୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଅଗଷ୍ଟ ୫:କୋଭିଡ ଯୋଦ୍ଧାଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଛନ୍ତି ଓଡ଼ିଶାବାସୀ । ମାନବ ଜାତି ପ୍ରତି ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ରାଜ୍ୟବାସୀଙ୍କୁ ୮ ସୂତ୍ରୀ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ଓଡ଼ିଶାରେ ସନ୍ଧ୍ୟା ୬ଟାରେ ୨ମିନିଟ୍‌ ପାଇଁ ଅଟକିଯାଇଥିଲା ଜୀବନ ଯାତ୍ରା । ରାସ୍ତଘାଟ, ଅଫିସ କଚେରି, ବଜାର ଆଦି ସ୍ଥାନରେ ଲୋକମାନେ ଛିଡ଼ା ହୋଇ ନିରବ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ […]
Read More...

Advertisement