PRE PREPARATION OF ODISHA FLOOD
ପାଣିପାଗ 

ବନ୍ୟା ସ୍ଥିତି ନେଇ ସଜାଗ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ

ବନ୍ୟା ସ୍ଥିତି ନେଇ ସଜାଗ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଭୁବନେଶ୍ୱର: ଜୁନ ୧୮: ସମ୍ଭାବ୍ୟ ବାତ୍ୟା, ବନ୍ୟା ମୁକାବିଲା ପାଇଁ ଆଗରୁ ପ୍ରସ୍ତୁତ ରହିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ପିଇବା ପାଣି, ଔଷଧ ମହଜୁଦ ରଖିବା, ଦୁର୍ବଳ ବନ୍ଧ ମରାମତି ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ । ଜଳବାୟୁ ପରିବର୍ତ୍ତନ ନେଇ ବିଭାଗ ତଦାରଖ କରିବ । ବୈଜ୍ଞାନିକ ଓ ବିଶେଷଜ୍ଞଙ୍କ ସହ ଆଲୋଚନା କରି ପଦକ୍ଷେପ ନିଆଯିବ ବୋଲି ମଧ୍ୟ କହିଛନ୍ତି । ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟସ୍ତରୀୟ ବୈଠକ ପରେ ଏଭଳି […]
Read More...

Advertisement