President Draupadi Murmu visited Odisha for two days
ଓଡ଼ିଶା 

ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର : ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ୨ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଆସୁଥିବାବେଳେ ଆଜି ଦିନ ପ୍ରାୟ ୧୧ଟା ୧୫ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସିଧାସଳଖ ଭୁବନେଶ୍ୱରର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ […]
Read More...

Advertisement