President Droupadi Murmu
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଆସନ୍ତା ନଭେମ୍ବର୯ରେ ସିଜିଆଇ ଭାବେ ଶପଥ ନେବେ ବିଚାରପି ଡି.ୱାଇ ଚନ୍ଦ୍ରଚୂଡ଼
Published On
By Samaya Live
ଦିଲ୍ଲୀ: ଆସନ୍ତା ମାସ ନଭେମ୍ବର ୯ ତାରିଖରେ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଧନଞ୍ଜୟ ୟଶୱନ୍ତ ଚନ୍ଦ୍ରନୂଡ଼ ଶପଥ ନେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ । ଜଷ୍ଟିସ ଉଦୟ ଉମେଶ ଲଳିତଙ୍କ ସ୍ଥାନ ନେବେ ଚନ୍ଦ୍ରଚୂଡ଼ । ୟୁୟୁ ଲଳିକ ସବୁଠାରୁ କମ ଦିନ ମାତ୍ର ୭୪ ଦିନ ପାଇଁ ଦେଶର ପ୍ରଧାନ ବିଚାରପତି ଦାୟିତ୍ୱରେ ରହିଛନ୍ତି । ସୂଚନା ଥାଉଯେ, କେନ୍ଦ୍ର […]
ଆଜି ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ’ ଅଭିଯାନର ଶୁଭାରମ୍ଭ କଲେ ରାଷ୍ଟ୍ରପତି
Published On
By Samaya Live
ନୂଆଦିଲ୍ଲୀ : ୨୦୨୫ ସୁଦ୍ଧା ଦେଶରୁ ଯକ୍ଷ୍ମା ବିଲୋପ ପାଇଁ ଆସନ୍ତା ୯ ତାରିଖରେ ଭର୍ଚୁଆଲ ମାଧ୍ୟମରେ ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କେନ୍ଦ୍ର ସ୍ୱ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟ, ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର, କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟପାଳ ଏବଂ ଲେଫନାଣ୍ଟ ଗଭର୍ଣ୍ଣର ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଏହି ଅଭିଯାନରର ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ରାଜ୍ୟ ତଥା […]
ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ଼
Published On
By Samaya Live
ଦିଲ୍ଲୀ: ଦେଶର ୧୪ତମ ଉପରାଷ୍ଟ୍ରପତି ଭାବେ ଜଗଦୀପ ଧନଖଡ଼ ଆଜି ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଜଗଦୀପ ଧନଖଡ଼ଙ୍କୁ ଶପଥ ପାଠ କରାଇଥିଲେ । ତେବେ ଶପଥ ପୂର୍ବରୁ ସେ ରାଜଘାଟ ଯାଇ ମହାତ୍ମା ଗାନ୍ଧିଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଗତକାଲି ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ସୂଚନା ଅନୁସାରେ, ଉକ୍ତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଟ ଅଧିକାରୀ ଓ ମାନ୍ୟ ବ୍ୟକ୍ତିମାବେ ଉପସ୍ଥିତ […]

