Prime Minister Ranil Wickremesinghe
ବିଶ୍ବ 

ମହିନ୍ଦା ରାଜପକ୍ଷେଙ୍କ ଦେଶ ଛାଡ଼ିବା ଉପରେ ରୋକ୍‌

ମହିନ୍ଦା ରାଜପକ୍ଷେଙ୍କ ଦେଶ ଛାଡ଼ିବା ଉପରେ ରୋକ୍‌ କଲମ୍ବୋ: ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷଙ୍କୁ ଜୋରଦାର ଝଟକା ଲାଗିଛି । ସେ ପଦ ଛାଡ଼ିଥିଲେ ମଧ୍ୟ ଦେଶ ବାହାରକୁ ଯାଇ ପାରିବେ ନାହିଁ । ସେହିପରି ତାଙ୍କ ଭାଇ ପାଇଁ ତଥା ଦେଶର ପୂର୍ବତନ ଅନ୍ତ୍ରୀ ବାସିଲ ରାଜପକ୍ଷ ମଧ୍ୟ ଶ୍ରୀଲଙ୍କା ଛାଡ଼ି ଅନ୍ୟତ୍ର ଯାଇ ପାରିବେନି । ଆଜି ସୁପ୍ରିମକୋର୍ଟ ଦୁଇ ଭ୍ରାତାଙ୍କ ଦେଶ ଛାଡ଼ିବା ଉପରେ ଏପରି ରୋକ ଲଗାଇଛନ୍ତି । ଏମାନଙ୍କ ଭାଇ ଗୋଟାବାୟା ରାଜପକ୍ଷ ଶ୍ରୀଲଙ୍କାରୁ ଫେରାର ହେବା […]
Read More...

Advertisement