ଭୁବନେଶ୍ୱର: ମେ ୦୬: ୪ ବର୍ଷ ପାଇଁ ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ହୋଇଛନ୍ତି ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି ।
ସେ ଜଣେ ଫକିର ମୋହନ ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ପ୍ରଫେସ ଅଟନ୍ତି । ଶିକ୍ଷା କ୍ଷେତ୍ରରେ ତାଙ୍କର ୩୬ ବର୍ଷର ଅଭିଜ୍ଞତା ରହିଛି । ଏହାସହ ପ୍ରଫେସର ଭାବେ ସେ ୧୨ ବର୍ଷ କାର୍ଯ୍ୟ କରିଛନ୍ତି ।

Comments are closed.