Puranapani-Khairmal road
ଜିଲ୍ଲା 

ପୁରୁଣାପାଣି- ଖଇରମାଳ ରାସ୍ତା ନିର୍ମାଣ ଦାବି କଲେ ଗ୍ରାମବାସୀ

ପୁରୁଣାପାଣି- ଖଇରମାଳ ରାସ୍ତା ନିର୍ମାଣ ଦାବି କଲେ ଗ୍ରାମବାସୀ ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ଖୋର୍ଦ୍ଧା -ବଲାଙ୍ଗିର ରେଳ ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଥିବାବେଳେ ସାଧାରଣଲୋକ ଏହାକୁ ସ୍ୱାଗତ କରିଛନ୍ତି । ଗ୍ରାମାଞ୍ଚଳରେ ଲୋକମାନେ ରେଳ ପ୍ରକଳ୍ପ ନିର୍ମାଣ କରୁଥିବା ସଂସ୍ଥାଗୁଡିକୁ ସହଯୋଗ କରୁଥିବା ମଧ୍ୟ ଦେଖାଯାଇଛି । କି;ୁ ଜିଲ୍ଲାର ପୁରୁଣାପାଣି ଗ୍ରାମବାସୀମାନେ ରେଳପ୍ରକଳ୍ପ ନିର୍ମାଣକୁ ସ୍ୱାଗତ କରୁଥିଲେ ମଧ୍ୟ ଏହି ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ରାସ୍ତା ତୁରନ୍ତ ନିର୍ମାଣ ପାଇଁ ଦାବି କରିଛନ୍ତି । ସୂଚନା ମୁତାବକ ପୁରୁଣାପାଣି ଓ ଖଇରମାଳା ରାସ୍ତା […]
Read More...

Advertisement