puri bada deula
ଜିଲ୍ଲା 

ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି ଆଜି

ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି ଆଜି ପୁରୀ: ଜୁନ ୧୦: ଆଜି ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି । ପ୍ରତି ବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳ ଦଶମୀ ଦିନ ରାଜେନ୍ଦ୍ରଭିଷେକ ନୀତି ଅନୁଷ୍ଠିତ ହୋଇଥାଏ । ଏହି ଦିନ ନୀତି ଶେଷ ହେବା ପରେ ମଦନମୋହନ ଦେବ ଆଜ୍ଞାମାଳ ପ୍ରାପ୍ତ ହୋଇ ବଟ ଗଣେଶଙ୍କଠାରେ ଥିବା ଖଟ ଉପରେ ବିଜେ ହୋଇଥାନ୍ତି । ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନର ବିଦ୍ୟୁତ ଆଲୋକ ବନ୍ଦ କରାଯାଇ ଅନ୍ଧାର […]
Read More...

Advertisement