PURI Odisha
ଓଡ଼ିଶା 

ଭଙ୍ଗା ହେବନି ତିନି ରଥ; ନଭାଙ୍ଗି ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ରଖିବାକୁ ନିଷ୍ପତ୍ତି

ଭଙ୍ଗା ହେବନି ତିନି ରଥ; ନଭାଙ୍ଗି ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ରଖିବାକୁ ନିଷ୍ପତ୍ତି ଭୁବନେଶ୍ୱର : ଜୁଲାଇ ୨୨:ଚଳିତବର୍ଷ ଭଙ୍ଗା ହେବନି ତିନି ରଥ । କାଳିଆଙ୍କ ନନ୍ଦିଘୋଷ ରଥ ସହ ଅନ୍ୟ ଦୁଇ ରଥ ଭଙ୍ଗାଯିବନି । ଶ୍ରୀଜିଉଙ୍କ ରଥ ନଭାଙ୍ଗି ସେସବୁକୁ ମ୍ୟୁଜିୟମରେ ରଖିବାକୁ ସ୍ଥିର ହୋଇଛି । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ତିନି ରଥ ରଖିବା ପାଇଁ ବ୍ୟବସ୍ଥା କରାଯିବ । ତେବେ ରଥକୁ ନଭାଙ୍ଗି ତାହାକୁ କିଭଳି ଢଙ୍ଗରେ କାଢି ପୁଣି ଯୋଡାଯିବ ସେନେଇ ବିଶ୍ୱକର୍ମା ମହାରଣା ଓ ଭୋଇ ସର୍ଦ୍ଦାରଙ୍କ ସହ […]
Read More...
ଓଡ଼ିଶା 

ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରୁ ସୌନ୍ଦର୍ଯ୍ୟକରଣ କାମ; ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରୁ ସୌନ୍ଦର୍ଯ୍ୟକରଣ କାମ; ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ ଭୁବନେଶ୍ୱର : ପୁଣି ଆରମ୍ଭ ହେବ ଅଟକି ରହିଥିବା ଶ୍ରୀମନ୍ଦିର ଚତୁଃପାଶ୍ୱର୍ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତିି । ୨୯ତାରିଖରୁ କାମ ଆରମ୍ଭ ପାଇଁ ପୁରୀ ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂରେ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ଆଲୋଚନା କାଳରେ ପୁରୀ ଶ୍ରୀମନ୍ଦିର ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ଅନୁସାରେ ପୁଣି ଥରେ […]
Read More...

Advertisement