puri sankaracharjya nischala nanda saraswati
ଜିଲ୍ଲା  ଓଡ଼ିଶା 

ଥମୁନି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ: ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ

ଥମୁନି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ: ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଥମ ଥର ମୁହଁ ଖୋଲିଲେ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ । ସେ କହିଛନ୍ତି, ର୍ନିମାଣ ଆଗରୁ ପ୍ରଶାସନ ତାଙ୍କ ସହ ଆଲୋଚନା କରିବାର ଥିଲା । ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ । ତେବେ ଏଭଳି ର୍ନିମାଣ ଦ୍ୱାରା ଶ୍ରୀମନ୍ଦିର ପ୍ରତି ଯେପରି କୌଣସି କ୍ଷତି ନପହଞ୍ଚିବ ସେମିତି କାର୍ଯ୍ୟ କରାଯିବା ଉଚିତ । ଅନ୍ୟପଟେ ଗତକାଲି ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା […]
Read More...

Advertisement