questine paper leak at sambalpur university
ଜିଲ୍ଲା 

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌ ସମ୍ବଲପୁର: ଜୁଲାଇ ୧୪: ସମ୍ବଲପୁର ବିଶ୍ୱବିଦ୍ୟାଳୟର ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍‌ ହୋଇଛି । ପ୍ରଶ୍ନପତ୍ର ଲିକ୍‌ ହୋଇଥିବା କର୍ତ୍ତୃପକ୍ଷ ସ୍ୱୀକାର କରିଛନ୍ତି । ଆଜି ସକାଳେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା ଓ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି ବୋଲି ନିଜେ ସ୍ୱୀକାର କରିଛନ୍ତି କଲେଜ୍‌ କର୍ତ୍ତୃପକ୍ଷ । ତେଣୁ ଆଜି ହେବାକୁ ଥିବା ଏଜୁକେସନ ଅନର୍ସ ପରୀକ୍ଷା ବାତିଲ କରାଯାଇଛି । କେଉଁ ପରିସ୍ଥିତିରେ ପ୍ରଶ୍ନପତ୍ର ଭାଇରାଲ୍‌ ହେଲା ତଦନ୍ତ […]
Read More...

Advertisement