Rakhi Purnima
ଓଡ଼ିଶା 

ପୁର ପଲ୍ଲିରେ ପାଳିତ ହେଲା ରାକ୍ଷୀ ପୂର୍ଣ୍ଣମୀ ପର୍ବ

ପୁର ପଲ୍ଲିରେ ପାଳିତ ହେଲା ରାକ୍ଷୀ ପୂର୍ଣ୍ଣମୀ ପର୍ବ ପୁରୀ:ଅଗଷ୍ଟ ୪:(ସବ୍ୟୁ): ସ୍ନେହ, ଶ୍ରଦ୍ଧା ଓ ସୌହାର୍ଦ୍ଦର ପର୍ବ ରାକ୍ଷୀ ପୂର୍ଣ୍ଣମୀ ଶ୍ରୀକ୍ଷେତ୍ର ସମେତ ସମଗ୍ର ପୁରୀ ଜିଲ୍ଲାର ପୁରପଲ୍ଲିରେ ପାଳିତ ହୋଇଯାଇଛି । ଏହି ଅବସରରେ ଶ୍ରୀମନ୍ଦିର ସମେତ ବିଭିନ୍ନ ମନ୍ଦିର, ମଠ ଓ ଘରେ ପୂଜା ପାଉଥିବା ଠାକୁରମାନଙ୍କୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯିବା ସଙ୍ଗେ ସଙ୍ଗେ ରାକ୍ଷୀ ଲାଗି କରାଯାଇଥିଲା । ମଙ୍ଗଳ ଓ ଦୀର୍ଘାୟୁ କାମନା କରି ଭାଇମାନଙ୍କ ହାତରେ ଭଉଣୀମାନେ ସେମାନଙ୍କ ସ୍ନେହ ଓ ମମତାର ପ୍ରତୀକ ରାକ୍ଷୀ ବାନ୍ଧିଥିଲେ । […]
Read More...
ଓଡ଼ିଶା 

ସୋମବାର ରାକ୍ଷୀ ପୂର୍ଣ୍ଣିମା; ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ସୋମବାର ରାକ୍ଷୀ ପୂର୍ଣ୍ଣିମା; ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା ଭୁବନେଶ୍ୱର : ଅଗଷ୍ଟ ୦୨:ସୋମବାର ରାକ୍ଷୀ ପୂର୍ଣ୍ଣିମା । ଖାଲି ମଣିଷ ନୁହଁନ୍ତି ଭଗବାନ ମଧ୍ୟ ଏହି ସଂପର୍କର ଡୋରୀରେ ବନ୍ଧା ହୋଇ ପାଳନ କରିଥାନ୍ତି ରାକ୍ଷୀ ପୂର୍ଣ୍ଣିମା । ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରଭୁ ଜଗନ୍ନାଥ, ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିଥାନ୍ତି ଭଉଣୀ ସୁଭଦ୍ରା । ଏଥିପାଇଁ ପାଟରା ବିଶୋଇ ସେବାୟତ ଶ୍ରୀମନ୍ଦିରକୁ ରାକ୍ଷୀ ତିଆରି କରି ଯୋଗାଇ ଦେଇଥାନ୍ତି । ଶ୍ରୀମନ୍ଦିରର ପାଟରା ବିଶୋୟୀ ସେବାୟତ ଏବର୍ଷ ସ୍ୱତନ୍ତ୍ର ପାଟରାକ୍ଷୀ ଓ ଗୁଆମାଳ ପ୍ରସ୍ତୁତ କରୁଛନ୍ତି […]
Read More...

Advertisement