Recovery Rate currently at 98.56%
ଦେଶ- ବିଦେଶ 

ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୮, ୦୧୩ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୮, ୦୧୩ ସଂକ୍ରମିତ ଚିହ୍ନଟ ଦିଲ୍ଲୀ: ଫେବୃଆରୀ ୨୮ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୦୧୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୭୬୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୫୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୨୩ ଲକ୍ଷ ୦୭ ହଜାର […]
Read More...

Advertisement