Ripunath Seth Passes Away
ଜିଲ୍ଲା  ଓଡ଼ିଶା 

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ ବରଗଡ଼ : ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ହୃଦଘାତରେ ପରଲୋକ ହୋଇଛି । ବରିଷ୍ଠ କଂଗ୍ରେସ ନେତା ରିପୁନାଥ ମୃତ୍ୟୁର ଖବର ଶୁଣି ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ସ୍ୱର୍ଗତ ସେଠ୍‌ଙ୍କ ମୃତୁ୍ୟରେ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଖବର ଅନୁଯାୟୀ, ରିପୁନାଥ ରବିବାର ଦିନ ନିଜ ବରପାଲି ସ୍ଥିତ ବାସଭବନରେ ଥିବା ସମୟରେ ହଠାତ୍‌ ଛାତିରେ […]
Read More...

Advertisement