Saheed in Indo-China Border
ଓଡ଼ିଶା 

ବିମାନ ବନ୍ଦରରେ ସହିଦ୍‌ ଯବାନ; ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ବିମାନ ବନ୍ଦରରେ ସହିଦ୍‌ ଯବାନ; ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଜୁନ ୧୮:ଭୁବନେଶ୍ୱରରେ ପହଞ୍ଚିଲା ସହିଦ ଯବାନଙ୍କ ପାର୍ଥିବ ଶରୀର । ବିଜୁପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରେ ପୂର୍ବ ଲଦାଖର ଗଲଓ୍‌ାନ ଉପତ୍ୟକାରେ ସହିଦ ହୋଇଥିବା ଓଡ଼ିଆ ଦୁଇ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନ୍‌ଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ବୀର ଯବାନଙ୍କ ମରଶରୀରରେ ଶ୍ରଦ୍ଧାଞ୍ଜଳି ଦିଆଯିବା ସମୟରେ ବହୁ ନେତା, ମନ୍ତ୍ରୀ ଓ ପୁଲିସ କର୍ମଚାରୀମାନେ ଉପସ୍ଥିତ […]
Read More...

Advertisement