sambit patra make alligation against government
ରାଜନୀତି  ଓଡ଼ିଶା 

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ସମ୍ବିତ ପାତ୍ର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ସମ୍ବିତ ପାତ୍ର ପୁରୀ: ମଇ ୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଛି ରାଜ୍ୟ ରାଜନୀତି । ପ୍ରସଙ୍ଗରେ ଏଏସଆଇର ସତ୍ୟପାଠ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ।ରାଜ୍ୟ ସରକାର କଳା ପାହାଡିଆ ମାନସିକତା ଛାଡି ଭୁଲକୁ ସ୍ୱୀକାର କର;ୁ ବୋଲି ସେ କହିଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଚାଲିଥିବା ର୍ନିମାଣ କାମ ପାଇଁ ବୈଧ ଅନୁମତି ନଥିଲା । ପ୍ରକଳ୍ପ କାମ କିମ୍ବା ସୌନ୍ଦର୍ଯ୍ୟକରଣକୁ ବିରୋଧ କରାଯାଉ […]
Read More...

Advertisement