school and
ଓଡ଼ିଶା 

ଜୁଲାଇରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲଟ

ଜୁଲାଇରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲଟ ଭୁବନେଶ୍ୱର: ଜୁନ ୨୫: ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲଟ । ଶନିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏସମ୍ପର୍କରେ ସୂଚନା ଦେଇଛନ୍ତି । ବର୍ତ୍ତମାନ ମୂଲ୍ୟାଙ୍କନ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି ଏବଂ ଫଳାଫଳ ଆସନ୍ତା ମାସରେ ପ୍ରକାଶ ପାଇବ । ରେଜଲଫ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା ସେ କହିଛନ୍ତି । ତେବେ ପୂର୍ବରୁ ମାଟ୍ରିକ ପରୀକ୍ଷା ଫଳ ଜୁନ୍‌ ଶେଷ […]
Read More...

Advertisement