SCHOOL CLOSE FOR NEXT 5 DAYS
ଜିଲ୍ଲା  ଓଡ଼ିଶା 

ଆଜିଠୁ ୫ ଦିନ ରାଜ୍ୟର ସମସ୍ତ ସ୍କୁଲ୍‌ ଛୁଟି

ଆଜିଠୁ ୫ ଦିନ ରାଜ୍ୟର ସମସ୍ତ ସ୍କୁଲ୍‌ ଛୁଟି ଭୁବନେଶ୍ୱର: ଅପ୍ରେଲ ୨୬: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ଆଜିଠୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ରହିବ । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଚାଲୁ ରଖିବାକୁ ନିଷ୍ପତ୍ତି ହୋଇଛି । ପୂର୍ବରୁ ଆସନ୍ତା ମେ ୧ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ […]
Read More...

Advertisement