senioreader meet karacharjya
ଜିଲ୍ଲା  ଓଡ଼ିଶା 

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ବରିଷ୍ଠ ବିଜେପି ନେତା ପୁରୀ: ମଇ ୨୮: ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହୋଇଥିଲା ଆଲୋଚନା । ସୁପ୍ରିମକୋର୍ଟଙ୍କ ଆଦେଶକୁ ଏଯାଏଁ ସରକାର ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସଠିକ ଭାବେ ଅନୁଧ୍ୟାନ ପ୍ରସଙ୍ଗ ଓ ଶ୍ରୀମନ୍ଦିର ସଂସ୍କାର ପ୍ରସଙ୍ଗରେ ସୁପ୍ରିମ କୋର୍ଟରେ ମାମଲା ଦାୟର କରିଥିବା ମୃଣାଳିନୀ ପାଢ଼ୀ ମଧ୍ୟ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଥିଲେ । ସବୁ ଅବ୍ୟବସ୍ଥିତ ନୀତିକୁ ସରକାର ଧରି ବସିଥିବା ନେଇ […]
Read More...

Advertisement